ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ୱଲପୁର ୦୨/୧୨: ଜଳିଗଲା ନାଇଟ୍ କୋଚ୍ ବସ୍। ବୁର୍ଲାରୁ ଭୁବନେଶ୍ୱର ଅଭିମୁଖେ ଚାଲୁଥିବା ଘରୋଇ ବସ୍ ନାଗରାଜରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏହି ଘଟଣାରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। […]









