ତାଳଚେର ମେଡିକାଲ କଲେଜ ଏବେ ନୁହେଁ! ଆରମ୍ଭ ହେବାକୁ ଲାଗିବ ଆଉ ୩ ବର୍ଷ
ଅନୁଗୁଳ : ତାଳଚେରରେ ନିର୍ମାଣ ହୋଇଥିବା ମହାନଦୀ ଇନ୍ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ମିମ୍ସାର)ରେ ନାମଲେଖା ନିକଟ ଭବିଷ୍ୟତରେ ହେବାର ସମ୍ଭାବନା ନାହିଁ। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ପଚାରିଥିବା ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ଏହି ମେଡିକାଲ କଲେଜକୁ ୨୦୨୫-୨୬ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ସେ କହିଛନ୍ତି। ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଏହିଭଳି ମନ୍ତବ୍ୟ ପରେ ଏହି କଲେଜରେ ଭବିଷ୍ୟତ ପୁଣି ଆଶଙ୍କା ଘେରକୁ […]









