ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା, ୨ ଶିକ୍ଷୟତ୍ରୀ ମୃତ
ଜି. ଉଦୟଗିରି ୨୬।୧୧ : ବାଇକ୍-ସ୍କୁଟି ମୁହାଁମହିଁ ଧକ୍କା । ଚାଲିଗଲା ଦୁଇ ଶିକ୍ଷୟତ୍ରୀଙ୍କ ଜୀବନ ।କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନା ନିଲୁଙ୍ଗିଆ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ଦୁଇ ଜଣ ଶିକ୍ଷୟତ୍ରୀ ନିଜ ସ୍କୁଟି ଯୋଗେ ସ୍କୁଲକୁ ଯାଇଥିଲେ । ଏହି ସମୟରେ ନିଲୁଙ୍ଗିଆ ଗାଁ ନିକଟରେ ଏକ ବାଇକ୍ ସହ ସ୍କୁଟିର ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଦୁଇ ଜଣ ଶିକ୍ଷୟତ୍ରୀଙ୍କ […]









