ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିରେ ହାଜର ହେଲେ କାର୍‌ ସୋ’ରୁମ୍‌ ମାଲିକ

ଭୁବନେଶ୍ବର ୨୪।୧୧ : ଇଡିରେ ହାଜର ହେଲେ କାର୍‌ ସୋରୁମ୍‌ ମାଲିକ । ଅର୍ଚ୍ଚନା ନାଗ ଗିରଫ ମାମଲାରେ ହାଜର ହୋଇଛି କାର୍‌ ସୋରୁମ୍‌ ମାଲିକ । ଗୁରୁବାର ଦିନ ଇଡିରା ହାଜର ହେବା ପାଇଁ ନୋଟିସ୍‌ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଖବର ଅନୁଯାୟୀ, ଅର୍ଚ୍ଚନା ନାଗ ଗିରଫ ପରେ ଅର୍ଥ ହେର୍‌ଫେର୍‌ ମାମଲାର ଖୋଲତାଡ଼ କରୁଛି ଇଡି । ଏହିକ୍ରମରେ ଅନେକ ଲୋକଙ୍କୁ ହାଜର ହେବା ପାଇଁ ନୋଟିସ୍‌ କରିଥିଲା । ପର୍ଯ୍ୟାୟକ୍ରମେ ଓଡିଆ […]

ଅପରାଧ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ନିର୍ଦ୍ଦୟ ହେଲେ ଶିକ୍ଷକ, ନିସ୍ତୁକ ମାଡ ମାରି ଛାତ୍ରଙ୍କୁ କଲେ ଲହୁଲୁହାଣ

ଉଦଳା ୨୪/୧୧: ଦଣ୍ଡମୁକ୍ତ ଅଂଚଳରେ ଦଣ୍ଡଯୁକ୍ତ ବ୍ୟବସ୍ଥା । ଜଣେ ଶିକ୍ଷକ ଛାତ୍ରଙ୍କ ଅତି ନିର୍ଦ୍ଦୟ ଭାବେ ମାଡ ମାରି କରିଛନ୍ତି ଗୁରୁତର । ଏଭଳି ଘଟଣାକୁ ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି ଛାତ୍ରଙ୍କ ପରିବାର ଲୋକେ । ଏଭଳି ଘଟଣା ଘଟିଛି କପ୍ତିପଦା ବ୍ଲକ କପ୍ତିପଦା ଉପ୍ରା ବିଦ୍ୟାଳୟରେ । ଗତକାଲି ଦ୍ୱିତୀୟ ଶ୍ରେଣୀ ଛାତ୍ର ଶୁଭ ବେହେରା ବିଦ୍ୟାଳୟ ଯାଇଥିଲେ । ହେଲେ ମଧ୍ୟାହ୍ନ ସମୟରେ ସେ ବିଦ୍ୟାଳୟ ପାଖରେ ଥିବା ନାଳରୁ ବାଡି […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ପାଟଣାରେ ଘନ କୁହୁଡିର ଧଳା ଚାଦର, ଲୋକେ ଭୋଗୁଛନ୍ତି ଅନେକ ସମସ୍ୟା

ପାଟଣା ୨୪।୧୧: କେନ୍ଦୁଝର ଜିଲ୍ଲା ପାଟଣା ଅଞ୍ଚଳରେ ଘନ କୁହୁଡ଼ିର ଧଳା ଚାଦର ଦେଖିବାକୁ ମିଳିଛି । ସକାଳୁ ସକାଳୁ ଘନ କୁହୁଡିର ଆସ୍ତରଣ ଲାଗି ଲୋକଙ୍କ ଯିବାଆସିବାରେ ବହୁ ଅସୁବିଧା ହେଉଛି । ଏପିରିକି ସାଧାରଣ ଲୋକେ ଘରୁ ବାହାରିବା ମଧ୍ୟ କଷ୍ଟକର ହୋଇପଡିଛି । ସେହିପରି ପ୍ରାତଃ ଭ୍ରମଣ ପାଇଁ ଲୋକେ ସମସ୍ୟାରେ ପଡିଛନ୍ତି । ସବୁ ସମୟରେ ଚଳଚଞ୍ଚଳ ଥିବା ପାଟଣା ଅଞ୍ଚଳ ଏବେ ପୁରା ଶୁନ୍‌ଶାନ୍‌ ହୋଇଛି । କୁହୁଡ଼ା ଲାଗି […]

ଅପରାଧ ରାଜ୍ୟ

ବିଳମ୍ୱିତ ରାତିରେ ମାତିଲେ ଦୁର୍ବୃତ୍ତ, ବାଇକ ଓ ସାଇକେଲରେ ପେଟ୍ରୋଲ ଢ଼ାଳି ଲଗାଇଦେଲେ ନିଆଁ

ପୁରୀ ୨୪/୧୧: ଅସୁରକ୍ଷିତ ଶ୍ରୀକ୍ଷେତ୍ର ପୁରୀ । କେତେବେଳେ ବୋମା ମାଡ ତ ଆଉ କେତେବେଳେ ହଣାକଟା । ଏପରିକି କଥା କଥାକେ ଫୁଟୁଛି ଗୁଳି । ଏଭଳି ସ୍ଥିତିରେ ନୀଳଚକ୍ର ନଗରରେ ଦୁର୍ବୃତ୍ତମାନେ ଚଲାଇଛନ୍ତି ସେମାନଙ୍କ ଆତଙ୍କ ରାଜ । ବିଳମ୍ୱିତ ରାତିରେ ଦୁର୍ବୃତ୍ତମାନେ ଦୁଇଟି ବାଇକ ଓ ସାଇକେଲରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଇଛନ୍ତି । ବୁଧବାର ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା । ନିଳଚକ୍ର ନଗରର ସଞ୍ଜୟ କୁମାର ଦାସଙ୍କ ବାଇକ […]

ଅପରାଧ ରାଜ୍ୟ

ଅମଳ ହୋଇଥିବା ଫସଲ ଆଣିବା ଲାଗି ଶଗଡ଼ରେ ଯାଉଥିଲେ ଚାଷୀ ଦମ୍ପତି: ଚାପି ଦେଲା ଟ୍ରକ୍

ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ବ୍ଲକର ଅସୁରଖୋଳ ଗ୍ରାମ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଶଗଡ଼କୁ ପଛରୁ ଟ୍ରକ୍ ପିଟିବା ଫଳରେ ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଦୁଇ ବଳଦଙ୍କର ବି ପ୍ରାଣହାନି ଘଟିଛି। ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଚାଷୀ ଦମ୍ପତି ନିଜର ଅମଳ ହୋଇଥିବା ଫସଲ ଆଣିବା ଲାଗି ଶଗଡ଼ରେ କ୍ଷେତକୁ ଯାଉଥିଲେ। ହଠାତ୍ ତିଲେଇବଣି ଛକରେ ଶଗଡ଼କୁ ପଛରୁ ଟ୍ରକଟିଏ […]

ଅପରାଧ ରାଜ୍ୟ

ଶଗଡ ଉପରେ ଓଲଟିଲା ଧାନ ବୋଝେଇ ଟ୍ରକ୍, ସ୍ୱାମୀ-ସ୍ତ୍ରୀ ମୃତ

ଦେବଗଡ ୨୪।୧୧ : ଦେବଗଡ଼ ତିଲେଇବଣୀ ଗାଁରେ ଅଘଟଣ । ଶଗଡ ଗାଡ଼ି ଉପରେ ଓଲଟିଲା ଧାନ ବୋଝେଇ ଟ୍ରକ୍ । ଘଟଣାସ୍ଥଳରେ ଶଗଡରେ ଯାଉଥିବା ସ୍ବାମୀ ଓ ସ୍ତ୍ରୀ ମୃତ । ମୃତକ ହେଲେ ଶରତ ସାହୁ ଓ ତାଙ୍କ ସ୍ତ୍ରୀ । ଗୋଟିଏ ବଳଦର ମୃତ୍ୟୁ ଘଟିଥିବା ସୂଚନା । ଘଟଣାସ୍ଥଳରେ ଉତ୍ତେଜନା । ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣୀ ଠାରେ ଘଟିଛି ଦୁର୍ଘଟଣା। ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ଦେବଗଡ଼ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଗୁରୁବାରଠୁ ବିଧାନସଭା ଶୀତ ଅଧିବେଶନ, ଆଗତ ହେବ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍

ଭୁବନେଶ୍ୱର ୨୪/୧୧: ଗୁରୁବାରଠାରୁ ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ । ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ । ଏହି ଅଧିବେଶନରେ କୋଭିଡ୍ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ଘୋଡ ଲାଗି’ ବେଶ, ଶୀତବସ୍ତ୍ର ପିନ୍ଧିବେ ଚତୁର୍ଦ୍ଧାମୁରତୀ

ପୁରୀ ୨୪/୧୧: ମାର୍ଗଶୀର ମାସରୁ ଥଣ୍ଡା ବଢ଼ିଯାଏ । ଶୀତ ପ୍ରକୋପରୁ ବଞ୍ଚିବାକୁ ଲୋକେ ଶୀତବସ୍ତ୍ର ପିନ୍ଧନ୍ତି । ବଡ଼ଦେଉଳରେ ଚାଲିଛି ଶ୍ରୀଜଗନ୍ନାଥଙ୍କ ମାନବୀୟ ଳୀଳା । ଠାକୁରଙ୍କୁ ମଧ୍ୟ ରହିଛି ଶୀତ ଭୟ । ପ୍ରଚଣ୍ଡ ଥଣ୍ଡାରୁ ବର୍ତ୍ତିବାକୁ ଶ୍ରୀବିଗ୍ରହ ଶୀତବସ୍ତ୍ର ପରିଧାନ କରନ୍ତି । ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ‘ଘୋଡ଼ ଲାଗି’ ବେଶ । ଶୀତ ସହ ଲଢ଼ିବାକୁ ଠାକୁରଙ୍କ ଏହା ହେଉଛି ସ୍ୱତନ୍ତ୍ର ପୋଷାକ । ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ ପର୍ବ ପାଳନ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଉପଖଣ୍ଡ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ ଟିଟିଲାଗଡ ଓ ସଇଁତଳା ବନ୍ଦ

ଟିଟିଲାଗଡ ୨୪/୧୧: ଟିଟିଲାଗଡ ଓ ସଇଁତଳା ୧୨ ଘଣ୍ଟିଆ ବନ୍ଦ । ଟିଟିଲାଗଡ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ପାଳନ । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ । ଟିଟିଲାଗଡ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା । ବନ୍ଦ ପ୍ରଭାବରେ ଦୋକାନ ବଜାର, ଅଫିସ ଓ ଗାଡି ଚଳାଚଳ ବନ୍ଦ । ଜରୁରୀକାଳୀନ ସେବା ଜାରି । ସଇଁନ୍ତଳାକୁ ସବଡିଭିଜନ ଓ ସଇଁତଳା ବିଧାନସଭାର ପୁନଃ ଗଠନ […]

ଅପରାଧ ରାଜ୍ୟ

ଭଷାଣୀ ବେଳେ ଅଘଟଣ : ବାଣ ଫୁଟି ୪୦ ଆହତ, ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ଙ୍କ ଚିକିତ୍ସା ଜାରି

କଟକ ୨୪।୧୧: କେନ୍ଦ୍ରାପଡା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭଷାଣୀ ସମୟରେ ଅଘଟଣ। ବାଣ ଫୁଟି ୪୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କ ମଧ୍ୟରୁ ୩୦ ଜଣଙ୍କୁ ଏସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନେକଙ୍କ ଅବସ୍ଥା ଅତି ଗୁରୁତର ରହିଛି । ପ୍ରଥମେ ସମସ୍ତଙ୍କୁ କାଜୁଆଲଟିରେ ଆସୁ ଚିକିତ୍ସା ଯୋଗାଇବା ପରେ ଯାହାର ଆଇସିୟୁ , ସେଣ୍ଟ୍ରାଲ ଆଇସିୟୁ ଆବଶ୍ୟକ ସେମାନଙ୍କୁ ପଠେଇ ଦିଆଯାଇଛି। ସେପଟେ ମେଡିକାଲର ଏକ ସ୍ଵତନ୍ତ୍ର ଡାକ୍ତରୀ ଦଳ ସମସ୍ତଙ୍କ […]