ବାଲୁକା କଳାରେ ଫିଫା ବିଶ୍ବକପ୍ ଟ୍ରଫି
ପୁରୀ : ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଫିଫା ବିଶ୍ବକପ୍ର ସ୍ଥାପତ୍ୟ ପ୍ରସ୍ତୁତ କରିଛନ୍ତି। ବିଶ୍ବକପ୍ରେ ଅଂଶଗ୍ରହଣ କରୁଥିବା ୩୨ଟି ଦେଶର ମୁଦ୍ରାକୁ ମଧ୍ୟ ସେ ଏହି କଳାରେ ସ୍ଥାନିତ କରିଛନ୍ତି। ୮ଫୁଟର ଏହି ବିଶ୍ବକପ ଟ୍ରଫି ବାଲୁକା କଳାରେ ସେ ଭାରତୀୟ ମୁଦ୍ରା ସମେତ ୩୨ଟି ଦେଶର ୧୩୫୦ଟି ମୁଦ୍ରା ସ୍ଥାନିତ କରିଛନ୍ତି। ପୁରୀ ବେଳାଭୂମିରେ ଏହି କଳା ମାଧ୍ୟମରେ ‘ଗୁଡ୍ ଲକ୍’ ଲେଖି ଶୁଭେଚ୍ଛା ଜଣାଇଛନ୍ତି। ବିଶ୍ବର ଜଣାଶୁଣା ବାଲୁକା ଶିଳ୍ପୀ […]









