ନିଶା ନେଇଗଲା ଆଉ କାହା ଜୀବନ ! କାର୍ ଧକ୍କାରେ କଦଳୀ ବେପାରୀ ମୃତ
ଭୁବନେଶ୍ୱର ୦୯।୧୦ : ଭୁବନେଶ୍ୱର କଳ୍ପନା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା କଡ଼ରେ ଟ୍ରଲିରେ ବିକ୍ରି କରୁଥିବା କଦଳୀ ବେପାରୀଙ୍କୁ ଧକ୍କା ଦେଇଥିଲା। ଯାହାଫଳରେ କଦଳୀ ବେପାରୀ ଜଣଙ୍କ […]