ହାତୀ ଆକ୍ରମଣରେ ୨ ମୃତ: ଜଗତପୁରରେ ପଶିଲେ ଗଜରାଜ
କଟକ: ଜଗତପୁରରେ ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାର ଖବର ମିଳିଛି। ନିମପୁରରେ ଜଣେ ବୃଦ୍ଧ ଓ ଆଉ ଜଣେ ବୃଦ୍ଧାଙ୍କୁ ହାତୀ ଦଳି ଦେଇଥିବାର ସୂଚନା ମିଳିଛି। ଏହାପରେ ଜଗତପୁରରେ ହାତୀ ପଶିଯାଇଥିବାର ସୂଚନା ରହିଛି। ତେଣେ ଯୋବ୍ରା ଆନିକଟ ୧୪ ନମ୍ବର ଗେଟରେ ଏକ ହାତୀର ମୃତଦେହ ଲାଗିଥିବା ଦେଖାଯାଇଛି। ଉକ୍ତ ହାତୀଟି ନଦୀ ପାଣିରେ ଭାସିଆସିଥିବା ସନ୍ଦେହ କରାଯାଉଛି। Video Player 00:00 00:14 ଏବେ ବନବିଭାଗ ପକ୍ଷରୁ ହାତୀ ଘଉଡ଼ାଇବା […]