ଦେଶ ବିଦେଶ

Copa America: Suarez devastated US

Grursus mal suada faci lisis Lorem ipsum dolarorit ametion consectetur elit. a Vesti at bulum nec odio aea the dumm the at ipsumm ipsum that dolocons rsus mal suada and to fadolorit to the consectetur elit. All the Lorem Ipsum generators on the Internet tend to repeat that predefined chunks as dum necessary making this […]

ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୦୦୩୮ କରୋନା ପଜିଟିଭ୍

ନୂଆଦିଲ୍ଲୀ ୧୫।୦୭ : ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ଏବେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ […]

ଅପରାଧ ଦେଶ ବିଦେଶ

ସାମ୍ବାଦିକଙ୍କୁ ଗୁଳିମାଡ଼; ଚା’ ପିଉଥିବା ସମୟରେ କିଛି ଦୁର୍ବୃତ୍ତ ଆସି ସେମାନଙ୍କ ଉପରେ ଚଳାଇଥିଲେ ଗୁଳି

ନୂଆଦିଲ୍ଲୀ 15/07: ସାମ୍ବାଦିକଙ୍କୁ ଆକ୍ରମଣ। ଗୁରୁବାର ବିଳମ୍ବିତ ରାତିରେ ରାୟପୁର ଥାନା ଅନ୍ତର୍ଗତ ଖାଲିୟାରି ବଜାରରେ ଦୁଇଜଣ ସାମ୍ବାଦିକ ଚା ପିଉଥିଲେ। ଏହି ସମୟରେ ବାଇକ୍ କିଛି ଦୁର୍ବୃତ୍ତ ଆସି ସମ୍ବାଦିକଙ୍କୁ ଗୁଳି ଚଳାଇଥିଲେ। ଉଭୟ ଗୁରୁତରଙ୍କୁ ପ୍ରତମେ PHC କୁ ନିଆଯାଇଥିଲା। ସେଠାରେ ପ୍ରାରମ୍ଭିକ ଚିକିତ୍ସା ପରେ ସେମାନଙ୍କୁ ଜିଲ୍ଲା ଡାକ୍ତରଖାନାକୁ ପଠାଯାଇଥିଲା। ଏହି କାଣ୍ଡ କରିବା ପରେ ବାଇକ୍ ଆରୋହୀମାନେ ବିହାର ଆଡକୁ ପଳାଇଥିଲେ। କିଛି ସ୍ଥାନୀୟ ସାମ୍ବାଦିକ ଖାଲିଆରି ବଜାରର ଏକ ଦୋକାନରେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୫।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୦ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୭୧୭୫କୁ ବୃଦ୍ଧି ପାଇଛି । […]

ଅପରାଧ ରାଜ୍ୟ

ଗଳିତ ଦନ୍ତା ହାତୀର ଦାନ୍ତ ଜବତ, ୩ ଜଣଙ୍କୁ ଗିରଫ କଲା ବନ ବିଭାଗ

ଭଞ୍ଜନଗର ୧୫।୭: ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ଅଧୀନ କାନବିନ୍ଧା ସଂରକ୍ଷିତ ଜଙ୍ଗଲ ଭିତରେ ଠାବ ହୋଇଥିବା ଗଳିତ ଦନ୍ତା ହାତୀର ଦାନ୍ତକୁ ଜବତ କରିଛି ବନ ବିଭାଗ । ଏଥିସହ ହାତୀକୁ ହତ୍ୟା କରି ତାଠାରୁ ଦାନ୍ତ କାଟି ନେବା ଭଳି ଜଘନ୍ୟ ମାମଲାରେ ବନ ବିଭାଗ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏ ନେଇ ଉତ୍ତର ଘୁମୁସର ବନଖଣ୍ଡ ଡିଏଫ୍‌ଓ ସୁଦର୍ଶନ ବେହେରା ସୂଚନା ଦେଇଛନ୍ତି । […]

ଅପରାଧ ରାଜ୍ୟ

ମାତିଲେ ଲୁଟେରା, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ଭତ୍ତା ଟଙ୍କା

ଆଠଗଡ ୧୫।୭: କଟକ ଜିଲ୍ଲା ନରସିଂହପୁରରେ ପୁଣି ମାତିଲେ ଲୁଟେରା । ମୁଖ୍ୟ ବଜାର ଉପରେ ଥିବା ୟୁକୋ ବ୍ୟାଙ୍କ ସାମ୍ନାରୁ ଡିକି ଭାଙ୍ଗି ଭତ୍ତା ବଣ୍ଟନ ପାଇଁ ନିଆଯାଉଥିବା ୧ ଲକ୍ଷ ୨ ହଜାର ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ । ସୂଚନାଯୋଗ୍ୟ ଯେ, ନରସିଂହପୁର ବ୍ଲକ୍ ଅନ୍ତର୍ଗତ ଜୟମଙ୍ଗଳ ପଞ୍ଚାୟତରେ ଭତ୍ତା ବଣ୍ଟନ ପାଇଁ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅଭେଦ କୁମାର ରାଉତରାୟ ଭତ୍ତା ବଣ୍ଟନ ପାଇଁ ୧ ଲକ୍ଷ ୨ ହଜାର […]

ରାଜ୍ୟ ରାଶିଫଳ

ଜୁଲାଇ ୧୫ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ– ଶୁକ୍ରବାର ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ଭାବରେ ସଫଳତା ପାଇପାରିବେ । ଶ୍ରମ ସାର୍ଥକ ହେବ । ପାରିବାରିକ ସୁଖ ଓ କାର୍ଯ୍ୟରେ ସଫଳତା ମିଳିବ । ସୁଖ-ସମ୍ଭୋଗ କରିପାରନ୍ତି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ । ଚାଷୀ-ଜଳ ସଞ୍ଚୟ କରନ୍ତୁ । ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ […]