ଟିଣ ଘରେ ଉପରେ ମାଡିଗଲା ଟ୍ରକ୍, ୨ ଶ୍ରମିକଙ୍କ ମୃତ୍ୟୁ
ଖୋର୍ଦ୍ଧା ୧।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଲି ବୋଝେଇ ଟ୍ରକ୍ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ । ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛକ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ମୃତ ଦୁଇ ଶ୍ରମିକ ରାସ୍ତା କାମରେ ନିୟୋଜିତ ଥିଲେ […]