ଅଭିନେତ୍ରୀ ମୃତ୍ୟୁ ଘଟଣାରେ ନୂଆ ମୋଡ଼ : ତିନି ମାସର ଗର୍ଭବତୀ ଥିଲେ ରଶ୍ମିରେଖା, ପୁରୁଷ ବନ୍ଧୁ ଫେରାର
ଭୁବନେଶ୍ୱର ୨୩।୦୬: ଓଡ଼ିଆ ଧାରାବାହିକ ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ଘଟଣାରେ ନୂଆ ତଥ୍ୟ ସାମନାକୁ ଆସିଛି । କ୍ୟାପିଟାଲ୍ ହସ୍ପିଟାଲ୍ର ଏକ ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ରଶ୍ମିରେଖା ୩ ମାସର ଗର୍ଭବତୀ ଥିଲେ । ଯାହାକି ଘଟଣାକୁ ଭିନ୍ନ ମୋଡ଼ ଦେଇଛି । ଏହି ଖବର ଜଣାପଡ଼ିବା ପରେ ପୁଲିସ୍କୁ ସହଯୋଗ କରୁଥିବା ପୁରୁଷ ବନ୍ଧୁ ସନ୍ତୋଷ ପାତ୍ର ଫେରାର ହୋଇଯାଇଛନ୍ତି । ତାଙ୍କୁ ଧରିବା ପାଇଁ ନୂଆପଲ୍ଳୀ ଥାନା ପୁଲିସ୍ ୨ଟି ଟିମ୍ […]