ରାଜ୍ୟରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୧ କୋଭିଡ୍ ସଂକ୍ରମିତ
ଭୁବନେଶ୍ୱର ୧୯।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୫୧କୁ ବୃଦ୍ଧି […]