ଆତ୍ମହତ୍ୟା କଲେ ଆମ୍ବୁଲାନ୍ସ ଡ୍ରାଇଭର, କାରଣ ଖୋଜୁଛି ପୋଲିସ
ଆଠଗଡ଼ ୧୯।୦୬ : ଆତ୍ମହତ୍ୟା କଲେ ଆମ୍ବୁଲାନ୍ସ ଚାଳକ । କଟକ ଜିଲ୍ଲା ଆଠଗଡ଼ କାନପୁର ଥାନା ରାସ୍ତାରେ ଏପରି ଘଟଣା ଦେଖିବାକୁ ମିଳିଛି । ମୃତକଙ୍କ ନାମ କାବୁଲି ସେନାପତା, ଘର ତିଗିରିଆ ଥାନା ବିନ୍ଧାଣିମା ଗାଁର ବୋଲି ଜଣାପଡ଼ିଛି । ଖବର ଅନୁଯାୟୀ, କାବୁଲି ସେନାପତି କାନପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଜନନୀ ରୋଗୀ ବାହକର ଚାଳକ ଥିଲେ। କିନ୍ତୁ ହଠାତ୍ ସେ ଏବେ ଆତ୍ମହତ୍ୟା କରିଛନ୍ତି । କଟକ ଜିଲ୍ଲା କାନପୁର ଥାନା […]