ଚୋରା ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି, ଚଢାଉ କରି ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ଲମତାପୁଟ ୧୩।୦୬ : ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଚୋରା ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଲମତାପୁଟ ପୋଲିସ୍ ଚଢାଉ କରିଥିଲା। ନନ୍ଦପୁର SDPOଙ୍କ ନେତୃତ୍ଵରେ ଲମତାପୁଟ ପୋଲିସ ନୁଆପୁଟ ନଦୀ ଘାଟରେ ଚଢାଉ କରି ବିପୁଳ ଗଞ୍ଜେଇ ଜବତ କରିଛି । ଖବର ଅନୁଯାୟୀ, ଜବତ ହୋଇଥିବା ଗଞ୍ଜେଇକୁ ଆନ୍ଧ୍ର ସୀମାନ୍ତ ବର୍ତ୍ତୀ ଅଞ୍ଚଳରୁ ଡଙ୍ଗା ସାହାଯ୍ୟରେ ଜଲାପୁଟ ଜଳଭଣ୍ଡାର ଦେଇ ନୁଆପୁଟ ଘାଟରେ ଗଛିତ କରି ଅନ୍ୟରାଜ୍ୟକୁ ଚୋରା ଚାଲାଣ […]