ସ୍ନାନଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ, ବିଭିନ୍ନ ପର୍ଯ୍ୟାୟ ନୀତି ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି
ପୁରୀ ୧୨।୦୬ : ସ୍ନାନଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ସ୍ନାନଯାତ୍ରା ଓ ଆସନ୍ତା ଘୋଷଯାତ୍ରାର ବିଭିନ୍ନ ପର୍ଯ୍ୟାୟର ନୀତି ପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ଦଇତାପତି ମାନେ ପ୍ରବେଶ କରିଛନ୍ତି। ଆଜି ସଂଧ୍ୟା ଧୂପ ପରେ ଦଇତପତି ମାନେ ମହାପ୍ରଭୁଙ୍କ ବାହୁଟକଣ୍ଟ ନୀତି କରିବେ। ସେହିପରି ସ୍ନାନଯାତ୍ରା ପହଣ୍ଡି ପାଇଁ କୋଠସୁଆଂସିଆ ସେବକମାନେ ଆଜି ରତ୍ନସିଂହାସନରେ ଚାରମାଳ ବାନ୍ଧିବାର କାର୍ଯ୍ୟକ୍ରମ ରହିଛି। ସୋମବାର ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ସେନାପଟା ଲାଗି କରିବେ। ଏସମସ୍ତ ନିତୀ […]