ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ବେଳେ ଦନ୍ତା ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ
ସୋର ୪।୬: ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ । ବାଲେଶ୍ଵର ଜିଲ୍ଲା ଖଇରା ଥାନା କଇଥଗଡିଆ ଗ୍ରାମରେ ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ, କଇଥଗଡିଆ ଗ୍ରାମ ସିଂସାହିର କୁନି ସିଂ ସ୍ଥାନୀୟ କରଞ୍ଜନାଳ ଜଙ୍ଗଲକୁ ଛେଳି ଚରାଇବା ପାଇଁ ଯାଇଥିଲା ବେଳେ ଦନ୍ତାହାତୀ ଆକ୍ରମଣର ଶିକାର ହୋଇଥିଲେ । ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବନ ବିଭାଗ ତନାଘନା ଜାରି ରଖିଥିବା ବେଳେ ବନ […]