ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ଟଙ୍କା ଓ ମୋବାଇଲ୍
ସୋର ୩।୬: ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଗତ ଶୁକ୍ରବାର ବିଳମ୍ବିତ ରାତିରେ ସୋର ରେଳ ଷ୍ଟେସନ ବାହାରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣିଦେଇଛନ୍ତି । ସୋର ମ୍ୟୁନିସିପାଲିଟି ମୋବାରକପୁର ଗ୍ରାମର ସେକ୍ ରସିଦ ନାମକ ଯୁବକଙ୍କୁ ଦୁଇ ଜଣ ଦୁର୍ବୃତ୍ତ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିଲେ । ତାଙ୍କଠାରୁ ଟଙ୍କା ଏବଂ ମୋବାଇଲ ଛଡ଼ାଇ ନେଇଥିଲେ । ରସିଦ ବିରୋଧ କରିବାରୁ ଦୁର୍ବୃତ୍ତ ଦୁଇ ଜଣ ଗୋଡ଼ାଇ ଗୋଡ଼ାଇ ମାରଣାସ୍ତ୍ର […]