ପାକ୍ର ଚିନ୍ତା ବଢାଇଲା ଡ୍ରାଗନ୍ : ୨୫ ଚାଇନିଜ୍ କମ୍ପାନୀ କହିଲେ- ୩୦୦ ଅରବ ବକେୟା ପୈଠ କର, ନଚେତ୍ କାମ ବନ୍ଦ
ଇସଲାମାବାଦ ୩୧।୫: କୌଣସି ପରିସ୍ଥିତିରେ ପାକିସ୍ତାନର ସମସ୍ୟା କମିବାର ନାଁ ଧରୁନି । ସିପିଇସି ଆଧାରରେ ପାକିସ୍ତାନରେ କାମ କରୁଥିବା ପ୍ରାୟ ୨୫ ଚୀନ୍ କମ୍ପାନୀ ଏବେ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି । କମ୍ପାନୀଗୁଡିକ କହିଛନ୍ତି ଯେ, ଯଦି ୩୦୦ ଅରବ ବକେୟା ପୈଠ କରାନଯାଏ ତେବେ ସେମାନେ ଚଳିତ ମାସରେ ପରିଚାଳନା ବନ୍ଦ କରିବାକୁ ବାଧ୍ୟ ହେବେ । କିଛି ଦିନ ପୂର୍ବେ ଯୋଜନା ଏବଂ ବିକାଶ ମନ୍ତ୍ରୀ ଅହସାନ ଇକବାଲଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ […]