‘ତୁ ଭଲରେ ଥା ମୁଁ ଯାଉଛି, ଆଉ ହେବନି ଦେଖା’ ; ପ୍ରେମ ପାଇଁ ଗଲା ଅବିନାଶଙ୍କ ଜୀବନ
ଭୁବନେଶ୍ବର ୧୯।୦୫ : ଆଉ କିଛି ଦିନ ପରେ ମୁଁ ବାହାରକୁ ଚାଲିଯିବି । ଆଉ ତୋ ସହ ଦେଖାହେଇପାରିବନି । ମୋତ ଭୁଲିଯାଅ । ଘରେ ପାଖରେ ଥିବା ଜଣେ ଯୁବତୀଙ୍କୁ ଆଧାର କରି ଏପରି ସୁଇସାଇଡ୍ ନୋଟ୍ ଲେଖିଛନ୍ତି ବୋଲି କହିଛନ୍ତି ମୃତ ଅବିନାଶଙ୍କ ସଂପର୍କୀୟ । ଇନ୍ଫୋସିଟି ଥାନା ନିକଟରୁ ଯୁବକଙ୍କ ଅର୍ଦ୍ଧଦଗ୍ଘ ମୃତଦେହ ମିଳିବା ଘଟଣାରେ ଆସିଛି ନୂଆ ଏପରି କିଛି ଟ୍ୱିଷ୍ଟ । ଘଟଣାସ୍ଥଳରୁ ଏକ ବ୍ୟାଗ ଜବତ କରାଯାଇଛି […]