ଭିଜିଲାନ୍ସ ପଞ୍ଝାରେ ପ୍ରାଣୀଧନ ନିରୀକ୍ଷକ, ଏକାସାଙ୍ଗେ ୯ଟି ସ୍ଥାନରେ ଚାଲିଛି ଚଢାଉ
ଭୁବନେଶ୍ୱର ୦୫।୦୫: ଭିଜିଲାନ୍ସ ପଞ୍ଝାରେ ପ୍ରାଣୀଧନ ନିରୀକ୍ଷକ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାରାହଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଖୋର୍ଦ୍ଧା, କଟକ ଓ ଭୁବନେଶ୍ଵର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ। କଟକ ଭିଜିଲାନ୍ସ ସ୍ଵତନ୍ତ୍ର ଜଜଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି। ଖବର ଅନୁଯାୟୀ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଜଗନ୍ନାଥଙ୍କ ଭୁବନେଶ୍ଵର ରଘୁନାଥପୁର ସ୍ଥିତ ରୟଲ ଲଗୁନ ଆପାର୍ଟମେଣ୍ଟ, ରଘୁନାଥପୁରରେ ଥିବା […]