ହସ୍ପିଟାଲ୍ରେ ଭର୍ତ୍ତି ହେଲେ ଡିସ୍କୋ କିଙ୍ଗ, ପୁଅ ମିମୋହ ସେୟାର କଲେ ହେଲଥ୍ ଅପଡେଟ୍
ନୂଆଦିଲ୍ଳୀ ୦୨।୦୫ : ‘ଡିସ୍କୋ କିଙ୍ଗ’ ମିଥୁନ ଚକ୍ରବର୍ତ୍ତୀଙ୍କୁ ନେଇ ବଡ ଅପଡେଟ୍ ସାମ୍ନାକୁ ଆସିଛି । ଧର୍ମେନ୍ଦ୍ରଙ୍କ ପରେ ଏବେ ବଲିଉଡ ଭେଟେରାନ ଅଭିନେତା ମିଥୁନ୍ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ହଠାତ୍ ଖରାପ ହୋଇଛି। ଯାହାଫଳରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଥୁନ୍ଙ୍କ ସ୍ବାସ୍ଥ୍ୟକୁ ନେଇ ଅନେକ ଗୁଜବ ଉଠିଥିଲା। ଏନେଇ ତାଙ୍କ ପୁଅ ସୋସିଆଲ ମିଡିଆରେ ଗୁଜବ ଉପରେ ପୁନଃଚ୍ଛେଦ ପକାଇଛନ୍ତି । ତାଙ୍କ ସ୍ବାସ୍ଥ୍ୟକୁ ନେଇ ସୂଚନା ଦେଇଛନ୍ତି । ଗଣମାଧ୍ୟମ ରିପୋର୍ଟ […]