କରୋନା ସଂକ୍ରମଣ ହେଲେ ଲାରା ଦତ୍ତା, ଅଭିନେତ୍ରୀଙ୍କ ଘରକୁ ସିଲ୍ କଲା ବିଏମସି
ମୁମ୍ବାଇ ୨୬।୦୩ : ବଲିଉଡର ଜଣାଶୁଣା ଅଭିନେତ୍ରୀ ତଥା ପୂର୍ବତନ ବ୍ରହ୍ମାଣ୍ଡ ସୁନ୍ଦରୀ ଲାରା ଦତ୍ତାଙ୍କ ସିଲ୍ ହେଲା ଘର। ବିଏମ୍ସି ତାଙ୍କ ପୂରା ବିଲ୍ଡିଂକୁ ସିଲ୍ କରିଛି। ଏଥିସହ ତାଙ୍କ ଘରେ ବାହାରେ ଏକ ନୋଟିସ୍ ମଧ୍ୟ ମାରିଛି ବିଏମ୍ସି। ଲାରା କରୋନାରେ ସଂକ୍ରମଣ ହୋଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିବା ପରେ ମୁମ୍ବାଇ ମହାନଗର ନିଗମ ପକ୍ଷରୁ ତାଙ୍କର ପୂରା ବିଲ୍ଡିଂକୁ ସିଲ୍ କରାଯାଇଛି। ଏଥିସହ ଘର ବାହାରେ ମାଇକ୍ରୋ କଣ୍ଟେନ୍ମେଣ୍ଟ ଜୋନ୍ର […]