ଅନ୍ତର୍ଜାତୀୟ ମହିଳା ଦିବସ : ବେଳାଭୂମିରେ ଶିଳ୍ପୀ ମାନସ ସାହୁ ବାଲୁକା କଳା, “Break The Bias”ର ଦେଲେ ବାର୍ତ୍ତା
ପୁରୀ ୦୮।୦୩ : ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାମାନଙ୍କର ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ ରାଜନୈତିକ ଉପଲବ୍ଧିକୁ ପାଳନ କରିବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଥାଏ । ସମାଜରୁ ଲିଙ୍ଗଗତ ଭେଦଭାବ ଦୂର ଲାଗି ମଧ୍ୟ ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଏ । ତେବେ ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପୁରୀ ବେଳାଭୂମି ରେ ମହିଳା ମାନଙ୍କୁ […]