ଡାକ୍ତରୀ ପଢିବାକୁ ଆଉ ଯିବାକୁ ପଡିବନି ୟୁକ୍ରେନ : ମେଡିକାଲ କଲେଜ ତିଆରି କରିବେ ଆନନ୍ଦ ମହିନ୍ଦ୍ରା
ନୂଆଦିଲ୍ଲୀ ୦୭/୦୩: ଆନନ୍ଦ ମହିନ୍ଦ୍ରା ସଦାବେଳେ ନିଜର ଡ୍ରିମ୍ ପ୍ରୋଜେକ୍ଟ ବାବଦରେ ସୋସିଆଲ ମିଡିଆରେ ସୂଚନା ଦେଇଥାନ୍ତି । ଏହାସହ ବିଭିନ୍ନ ପ୍ରସଙ୍ଗରେ ସ୍ପଷ୍ଟ ଭାବେ ନିଜର ମତ ରଖିଥାନ୍ତି । ଏବେ ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରଙ୍କ ସ୍ଥିତି ଦେଖି ଏକ ବଡ ପ୍ରକଳ୍ପ ବାବଦରେ ଆନନ୍ଦ ଘୋଷଣା କରିଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି ଯେ, ଭାରତରେ ମେଡିକାଲ କଲେଜରେ ଏତେ ଅଭାବ ଥିବା ସେ ଜାଣି ନଥିଲେ । ତାଙ୍କ କମ୍ପାନୀର […]