ମେ’ରେ ରିଲିଜ୍ ହେବ କଙ୍ଗନା ରଣାୱତଙ୍କ ଫିଲ୍ମ ‘ଧାକଡ଼’, ପୋଷ୍ଟ ସେୟାର କରି ସୂଚନା ଦେଲେ ଅଭିନେତ୍ରୀ…
ମୁମ୍ବାଇ ୦୧।୦୩ : ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବଲିଉଡ ନାୟିକା କଙ୍ଗନା ରଣାୱତ । ତାଙ୍କ ଅଭିନୟକୁ ନେଇ ମଧ୍ୟ ଖୁବ୍ ଚର୍ଚ୍ଚା ଥାଏ । କିନ୍ତୁ ଏବେ ଫିଲ୍ମ ଧାକଡ଼କୁ ନେଇ ଆଲୋଚନା ଜୋର ଧରିଛି । ପୂର୍ବରୁ ଶୁଣିବାକୁ ମିଳିଥିଲା କି ‘ଧାକଡ଼’ ଚଳିତ ବର୍ଷ ଏପ୍ରିଲରେ ରିଲିଜ୍ ହେବ । ହେଲେ ଏବେ ଏହାର ନୂଆ ରିଲିଜ ଡେଟ ସାମ୍ନାକୁ ଆସିଛି । ଏହାକୁ କଙ୍ଗନା ନିଜେ […]