ଜାଣନ୍ତୁ ଆଜିର ରାଶିଫଳ
ମେଷ: ନିର୍ମାଣ କାର୍ଯ୍ୟ କରୁଥିବା ଲୋକଙ୍କୁ ନୂଆ ପ୍ରକଳ୍ପ ମିଳିବ। ଅଫିସରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ନିଜର ସ୍ବାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ। ବୃଷ: ଉନ୍ନତି ପାଇଁ ନୂଆ ସାଧନ ପାଇବେ। ବ୍ୟବସାୟରେ ଉନ୍ନତି ହେବ। ବିଶେଷ କାମ କରିବା ଲାଗି ଭାବିବେ। ରାଜନୈତିକ ଲୋକଙ୍କର ସମାଜରେ ପ୍ରଭାବ ବଢ଼ିବ। ମିଥୁନ: ଅନ୍ତରଙ୍ଗ ବନ୍ଧୁ ଆପଣଙ୍କ ସହ ମିଶିବା ଲାଗି ଘରକୁ ଆସିବେ। ବାକି ଥିବା କାମ ପୂରା ହୋଇଯିବ। ସଂପତ୍ତି ବଢ଼ାଇବା ଯୋଜନାରେ ସଫଳ ହେବ। […]