ଆଜି ରାଜ୍ୟରେ ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୩୨୧ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୨୩୮ ଜଣ । ୭୧ ଜଣ ୧୮ ବର୍ଷରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୪, ବୌଦ୍ଧରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟପୁଲରୁ ୬୮, ସମ୍ବଲପୁରରୁ ୧୬, ପୁରୀରୁ ୧୪, ଜଗତସିଂହପୁରରୁ […]