ସେପ୍ଟେମ୍ବର ୦୮ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
ମେଷ – ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟ ସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ । ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ । • ଚାଷୀ- ଶ୍ରମ ସାର୍ଥକ ହେବ । • ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । • ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ । • କର୍ମଜୀବି- […]