ଅପରାଧ ଦେଶ ବିଦେଶ

ବୋମା ଧମକ ମିଳିବାରୁ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

ମୁମ୍ବାଇ: ଚେନ୍ନାଇରୁ ମୁମ୍ବାଇ ଅଭିମୁଖେ ଉଡ଼ାଣ ଭରିଥିବା ଏକ ବିମାନକୁ ଶନିବାର ସକାଳୁ ଜରୁରୀକାଳୀନ ଅବତରଣ କରାଯାଇଛି। ଜାଣିବାକୁ ମିଳିଛି ଯେ ବିମାନଟିକୁ ବୋମା ଧମକ ମିଳିବା ପରେ...
ଦେଶ ବିଦେଶ ରାଜନୀତି

ପୂର୍ବାହ୍ନ ୧୧ଟା ସୁଦ୍ଧା ଦେଶରେ ୨୬.୩୦ ପ୍ରତିଶତ ମତଦାନ

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ସାତୋଟି ରାଜ୍ୟ ତଥା ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୭ ଟି ସଂସଦୀୟ ଆସନରେ ମତଦାନ...
ଦେଶ ବିଦେଶ

ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ, ଆପଣଙ୍କ ଭୋଟ୍ ଆପଣଙ୍କ ସ୍ଵର

ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି। ନିଜର ମତଦାନ...
ଦେଶ ବିଦେଶ

ଏଥର ନିର୍ବାଚନରେ ଓଡ଼ିଶା ଇତିହାସ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: କନ୍ଧମାଳ ଅଭିମୁଖେ ଯାତ୍ରା କରିବା ଆଗରୁ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରିଛନ୍ତି। ସେ ଲେଖିଛନ୍ତି, ଏହା ସ୍ପଷ୍ଟ ଯେ ଏଥର ନିର୍ବାଚନରେ ଓଡ଼ିଶା...
ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ରାଜନୀତି ପାଇଁ ଧାର୍ମିକ ବିଭାଜନ ବିପଜ୍ଜନକ: ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ଓ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ବାକ୍‌ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁସଲମାନ ସମ୍ପ୍ରଦାୟକୁ ଜାତୀୟ ପ୍ରଗତିରେ...
ଦେଶ ବିଦେଶ ରାଜନୀତି ସ୍ପେଶାଲ ରିପୋର୍ଟ

ରାମମନ୍ଦିରରେ ବାବରି ତାଲା ଲଗାଇଦେବ କଂଗ୍ରେସ: ଶାହାଙ୍କ ଅଭିଯୋଗ

ଲଖିମପୁର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଦିନ ଲଖିମପୁରରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଏସପି ନେତା ରାମ ଗୋପାଳ ଯାଦବଙ୍କ ମନ୍ତବ୍ୟର ଜବାବ...
ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ସାହସ ଦେଖାଇଲେ ଭାଉଜ: ନିର୍ଯାତନାର ଶିକାର ହୋଇଥିବା ଦିଅରଙ୍କୁ ନ୍ୟାୟ ଦେବା ପାଇଁ...

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କାନପୁରରେ କୋଚିଂ ନେଉଥିବା ଜଣେ ଛାତ୍ରଙ୍କୁ ୨୦ହଜାର ଟଙ୍କା ପାଇଁ ୧୧ଜଣ ଯୁବକ ନିସ୍ତୁକମାଡ଼ ମାରିବା ସହିତ ତାଙ୍କ ଗୁପ୍ତାଙ୍ଗରେ ଇଟା ବାନ୍ଧି ୬ଦିନ...
ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

୪ ରାଜ୍ୟ ଜଳୁଛି, ଦିଲ୍ଲୀରେ ୪୨ଂ

ନୂଆଦିଲ୍ଲୀ: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି ଯେ ମଙ୍ଗଳବାର ରାଜସ୍ଥାନ, ଗୁଜରାଟ, ତାମିଲନାଡୁ ଓ କର୍ଣ୍ଣାଟକରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ଏବଂ ଦିଲ୍ଲୀରେ ପାରଦ...
ଦେଶ ବିଦେଶ ରାଜନୀତି

ମୋଦୀ ଓ ବିଜେପିକୁ ଟାର୍ଗେଟ୍‌ କଲେ ସୋନିଆ ଗାନ୍ଧୀ: ରାଜନୈତିକ ଫାଇଦା ପାଇଁ...

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଶାସକ ଭାରତୀୟ ଜନତା ପାର୍ଟି (ବିଜେପି)କୁ ସମାଲୋଚନା କରି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର ନାଗରିକମାନଙ୍କୁ ଉଜ୍ଜ୍ୱଳ...
ଅପରାଧ ଦେଶ ବିଦେଶ

ଅନ୍‌ଲାଇନ୍‌ ଠକାମୀର ଶିକାର ହେଲେ ସିବିଆଇ ଅଫିସ୍‌ର, ୨ ଲକ୍ଷ ଟଙ୍କା ଗାଏବ

ନୂଆଦିଲ୍ଲୀ: ଅନ୍‌ଲାଇନ୍‌ ଦୁର୍ନୀତି ଦିନକୁ ଦିନ ବଢ଼ିବାରେ ଲାଗିଛି। ନିକଟରେ ଜଣେ ସିବିଆଇ ଅଫିସ୍‌ର ମଧ୍ୟ ଏପରି ଏକ ଦୁର୍ନୀତିର ସମ୍ମୁଖୀନ ହୋଇଛନ୍ତି। ମୁମ୍ବାଇର ଜଣେ ୫୯ ବର୍ଷ...