ଫୋନ୍-ଇନ୍-ପ୍ଲିଜ୍: ରାଷ୍ଟ୍ରପତିଙ୍କ ସଭାରେ ଆଲୁଅ ଲିଭିବା ଘଟଣା, କାର୍ଯ୍ୟାନୁଷ୍ଠାନ ଜରୁରୀ
ଗତ ୬ ତାରିଖରେ କାର୍ଯ୍ୟକ୍ରମ ହେଉଛି- ମୟୂରଭଞ୍ଜ ଜିଲ୍ଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ। ମଞ୍ଚରେ ଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।...









