ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ: ଡ୍ରୋନ୍ ଉଡ଼ିବା ଉପରେ କଟକଣା
ଭୁବନେଶ୍ବର: ଆସନ୍ତା ୩ତାରିଖରେ (ଶନିବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ସମ୍ବଲପୁର ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀ ୩ତାରିଖ ପୂର୍ବାହ୍ନରେ ନୂଆଦିଲ୍ଲୀ ବିମାନବନ୍ଦରରୁ ବାୟୁ େସନା ବିମାନରେ ଆସି...









