ମଧୁବାବୁଙ୍କ ଜନ୍ମପୀଠରେ ପାଣ୍ଡିଆନ: ଶ୍ରଦ୍ଧାଞ୍ଜଳି ଦେଲେ, ସଂଗ୍ରହାଳୟ ପରିଦର୍ଶନ କଲେ
ଭୁବନେଶ୍ବର/କଟକ: ଉତ୍କଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଦିବସ ଅବସରରେ ୫-ଟି ଅଧକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଅପରାହ୍ନରେ ମଧୁବାବୁଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ...









