ଅପରାଧ ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

CBI ସ୍କାନରରେ ନରିନ୍ଦର ବାତ୍ରା, ହକି ଇଣ୍ଡିଆର ୩୫ ଲକ୍ଷ ଟଙ୍କା ବ୍ୟକ୍ତିଗତ କାମରେ ଲଗାଇଥିବା ଅଭିଯୋଗ

ନୂଆଦିଲ୍ଲୀ ୨୦/୦୭: ଇସ୍ତଫା ପରେ ସି.ବି.ଆଇ. ସ୍କାନରରେ ନରିନ୍ଦର ବାତ୍ରା । ହକି ଇଣ୍ଡିଆର ୩୫ଲକ୍ଷ ଟଙ୍କା ବ୍ୟକ୍ତିଗତ କାମରେ ଲଗାଇଥିବା ଅଭିଯୋଗ । ସି.ବି.ଆଇ. ସ୍କାନରରେ ଭାରତୀୟ କ୍ରୀଡ଼ା ପ୍ରଶାସନର ସବୁଠାରୁ କ୍ଷମତାଶାଳୀ ବ୍ୟକ୍ତି ନରିନ୍ଦର ବାତ୍ରା । ଆଇ.ଓ.ଏ, ହକି ଇଣ୍ଡିଆ ଓ ନରିନ୍ଦର ବାତ୍ରାଙ୍କ ବାସଭବନରେ ସି.ବି.ଆଇ. ଚଢ଼ାଉ କରିଛି ।

ବାତ୍ରା ହକି ଇଣ୍ଡିଆର ୩୫ ଲକ୍ଷ ଟଙ୍କା ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଥିଲେ ବୋଲି ଅଭିଯୋଗ ହୋଇଥିଲା । ନରିନ୍ଦର ବାତ୍ରା ଗତକାଲି ୩ଟି ପଦରୁ ଇସ୍ତଫା ଦେଇଛନ୍ତି । ଆନ୍ତର୍ଜାତିକ ହକି ମହାସଂଘ, ଭାରତୀୟ ଅଲିମ୍ପିକ୍ ସଂଘର ସଭାପତି ଓ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଦସ୍ୟ ଥିଲେ । ଲଗାତର ୨ ଥର ଏଫ.ଆଇ.ଏଚ୍. ସଭାପତି ଭାବେ ନିର୍ବାଚିତ ହୋଇଥିଲେ ନରିନ୍ଦର ବାତ୍ରା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ