ରାଜ୍ୟ ସ୍ପେଶାଲ ରିପୋର୍ଟ

ମହାପ୍ରଭୁଙ୍କ ଦର୍ଶନ କ‌ଲେ ଜୟପ୍ରଦା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

ପୁରୀ : ବଲିଉଡ୍‌ର ଖ୍ୟା‌ତନାମା ଅଭିନେତ୍ରୀ ତଥା ପୂର୍ବତନ ସାଂସଦ ଜୟପ୍ରଦା ଗୁରୁବାର ଦିନ ପୁଅ ସମ୍ରାଟଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦର ଭିତରକାଠରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି।

ଜୟପ୍ରଦା ଗୁରୁବାର ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ବିମଳା, ମହାଲକ୍ଷ୍ମୀଙ୍କ ଦର୍ଶନ କରିଥିଲେ। ଦର୍ଶନ ସାରି ଫେରିବା ପରେ ଜୟପ୍ରଦା କହିଛନ୍ତି, ମୁଁ ଭଗବାନଙ୍କ ନିକଟରେ ଅନେକ ଗୁହାରି ରଖିଛି। ମହାପ୍ରଭୁ ଏହି ଗୁହାରି ଶୁଣିବେ ବୋଲି ମୋର ଦୃଢ଼ ବିଶ୍ବାସ ରହିଛି। ଯିଏ ବି ଏଠାରେ ମହାପ୍ରଭୁଙ୍କ ଯାହାକିଛି ଗୁହାରି କରିଛି, ତାହା ପୂରଣ ହୋଇଛି। ଏହି ଅବସରରେ ସେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।