ଅପରାଧ ରାଜ୍ୟ

ନିଶାସକ୍ତ ଅବସ୍ଥାରେ ପତ୍ନୀକୁ ବାଡ଼ିରେ ପିଟିପିଟି ହତ୍ୟା କଲା ସ୍ୱାମୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ସୋର: ବାଲେଶ୍ୱର ଜିଲ୍ଲାର ସିମୁଳିଆ ଥାନା ଅଡ଼ା ପଞ୍ଚାୟତ ଛତ୍ରପୁର ଗାଁରେ ପତ୍ନୀକୁ ହତ୍ୟା କଲା ସ୍ୱାମୀ । ଏହି ଗାଁର ବୀର ସିଂ ତାର ପତ୍ନୀ କୁନି ସିଂକୁ ବାଡ଼ିରେ ପିଟିପିଟି ହତ୍ୟା କରିଛିl ଗତକାଲି ରାତିରେ ଉଭୟ ସାଙ୍ଗ ହୋଇ ଘରୁ ବାହାରକୁ ଆସିଥିଲେ। କିନ୍ତୁ ଘରକୁ ଫେରିବା ବେଳକୁ ବୀର ସିଂ ଏକା ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ। ତେଣୁ ପରିବାର ଲୋକେ ରାତିରେ ଖୋଜାଖୋଜି କରି କୁନିଙ୍କୁ ପାଇନଥିଲେ।

ଆଜି ସକାଳେ କୁନିଙ୍କର ମୃତଦେହ ବିଲ ଭିତରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ସ୍ଥାନୀୟ ଲୋକେ ସିମୁଳିଆ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସିମୁଳିଆ ପୁଲିସ ଘଟଣାର ତଦନ୍ତ କରିବା ସହିତ ବୀର ସିଂକୁ ଅଟକ ରଖି ଅଧିକ ତଦନ୍ତ କରୁଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।