ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ସବୁଠୁ ଦାମୀ ଆପାର୍ଟମେଣ୍ଟ୍‌ ୩୯୬ କୋଟିରେ ବିକ୍ରି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ : ଦକ୍ଷିଣ ମୁମ୍ବାଇର ମାଲାବାର ହିଲ୍‌ରେ ସମୁଦ୍ର ଆଡ଼କୁ ମୁହଁ କରିଥିବା ଏକ ବିଳାସପୂର୍ଣ୍ଣ ଟ୍ରିପ୍ଲେକ୍ସ ଆପାର୍ଟମେଣ୍ଟ୍‌ ୩୯୬ ‌କୋଟି ଟଙ୍କାରେ ବିକ୍ରି ହୋଇଛି। ତାହା ଭାରତର ସବୁଠୁ ଦାମୀ ଆପାର୍ଟମେଣ୍ଟ୍‌ ବୋଲି କୁହାଯାଉଛି। ଶିଳ୍ପପତି ଜେ ପି ଟାପାରିଆଙ୍କ ପରିବାର ସେହି ଘରକୁ କିଣିଛନ୍ତି।

ଲୋଧା ମାଲାବାର ନାମକ ଏକ ବିଳାସପୂର୍ଣ୍ଣ ରିଅଲ ଇଷ୍ଟେଟ୍‌ ପ୍ରକଳ୍ପର ୨୬,୨୭ ଓ ୨୮ତମ ମହଲାରେ ଏହି ଟ୍ରିପ୍ଲେକ୍ସ ରହିଛି। ୨୭,୧୬୦ ବର୍ଗଫୁଟର ଏହି ଆପାର୍ଟମେଣ୍ଟ୍‌ର ବର୍ଗଫୁଟ ପିଛା ଦାମ୍ ୧ ଲକ୍ଷ ୩୬ ହଜାର ଟଙ୍କା ରହିଛି। ଏହି ଆପାର୍ଟମେଣ୍ଟ୍ ପାଇଁ ଷ୍ଟାମ୍ପ୍ ଡ୍ୟୁଟି ବାବଦରେ ୧୯.୦୭ କୋଟି ଟଙ୍କା ଦିଆଯାଇଛି। ପନ୍ଦର ଦିନ ପୂର୍ବେ ବଜାଜ ଅଟୋର ଅଧ୍ୟକ୍ଷ ନିରଜ ବଜାଜ ୨୫୨.୫୦ କୋଟି ଟଙ୍କାରେ ଏକ ବିଳାସପୂର୍ଣ୍ଣ ପେଣ୍ଟ୍‌ହାଉସ୍‌ କିଣିଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ