ରାଜ୍ୟ ସ୍ପେଶାଲ ରିପୋର୍ଟ

ହାଇସ୍କୁଲ ରୂପାନ୍ତରଣ ପାଇଁ ୧୨୫କୋଟି ଖର୍ଚ୍ଚ ହେବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

ଭୁବନେଶ୍ବର : ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଆଜି ଓମବାଡକ୍‌ର ୨୫ତମ ବୋର୍ଡ ଅଫ୍ ଡାଇ‌େରକ୍ଟର୍ସ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓମବାଡକ୍ ପାଣ୍ଠିରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା। ଏବେ ବହୁ ପ୍ରକଳ୍ପ ଶେଷ ହୋଇଥିବାବେଳେ କିଛି ପ୍ରକଳ୍ପ କାର୍ଯ୍ୟକ୍ଷ ଅଛି।

ଏହି ବୈଠକରେ ନିଷ୍ପତ୍ତି ହୋଇଛି ଯେ, ଓମବାଡକ୍ ପାଣ୍ଠିରେ ୨୦୫ଟି ସ୍କୁଲରେ ୫ଟି ରୂପାନ୍ତରଣ ପାଇଁ ୧୨୫କୋଟି ୪୬ଲକ୍ଷ ଖର୍ଚ୍ଚ ହେବ। ସେହିପରି ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନାରେ ୭୮ଟି ଆଇସିଡିଏସ୍‌ ପ୍ରକଳ୍ପରେ ୫୮୯କୋଟି ୪୬ଲକ୍ଷ ଖର୍ଚ୍ଚ ହେବ।
ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ସଚିବ ସୁଶୀଲ କୁମାର ଲୋହାନି, ପିସିସିଏଫ୍ ଦେବୀଦତ୍ତ ବିଶ୍ବାଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଡି.କେ ସିଂହ, ଏସ୍‌ଟି, ଏସ୍‌ସି ଉନ୍ନୟନ ବିଭାଗର ସଚିବ ରୂପାରୋଶନ ସାହୁ, ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଶୁଭା ଶର୍ମା, ଓମବାଡକ୍ ସିଇଓ ଜି.ରାଜେଶ ପ୍ରମୁଖ ଉପସ୍ଥିତ ଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।