Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ନକଲି ସାଟିଫିକେଟ୍‌ରେ ଚାକିରି ପାଇଁ ଆବେଦନ : ଫୁଲବାଣୀରେ ବି ୬ ଆଶାୟୀ ଧରାପଡ଼ିଲେ
    ରାଜ୍ୟ

    ନକଲି ସାଟିଫିକେଟ୍‌ରେ ଚାକିରି ପାଇଁ ଆବେଦନ : ଫୁଲବାଣୀରେ ବି ୬ ଆଶାୟୀ ଧରାପଡ଼ିଲେ

    NewsLaxmi7By NewsLaxmi7March 29, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

    ଫୁଲବାଣୀ : ବଲାଙ୍ଗୀରରେ ନକଲି ସାଟିଫିକେଟ୍‌ ରାକେଟ୍‌ର ପର୍ଦ୍ଦାଫାସ ପରେ ଏବେ ଫୁଲବାଣୀ ଡାକମଣ୍ଡଳରେ ମଧ୍ୟ ସମାନ ଘଟଣା ଘଟିଛି। ଏହି ଡାକମଣ୍ଡଳ ଅଧୀନରେ ଚାକିରି ପାଇଁ ଆବେଦନ କରିଥିବା ଆଶାୟୀଙ୍କ ମଧ୍ୟରୁ ୬ ଜଣଙ୍କ ସାର୍ଟିଫିକେଟ୍‌ ଜାଲ୍‌ ବୋଲି ଜଣାପଡ଼ିଛି।

    ଫୁଲବାଣୀ ଡାକ ମଣ୍ଡଳ ପକ୍ଷରୁ ୮୫ଟି ଶାଖା ପୋଷ୍ଟମାଷ୍ଟର୍‌ ଓ ସହକାରୀ ପୋଷ୍ଟମାଷ୍ଟର୍‌ ପଦରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପଦ ପାଇଁ ସର୍ବନିମ୍ନ ଯୋଗ୍ୟତା ମାଟ୍ରିକ୍‌ ପାସ୍‌ ରହିଥିଲା, ନିଯୁକ୍ତି ପାଇଁ ସମସ୍ତ ପ୍ରକ୍ରିୟା ଅନ୍‌ଲାଇନରେ ହୋଇଥିଲା। ମାଟ୍ରିକ ପରୀକ୍ଷାର ନମ୍ବର ଭିତ୍ତିରେ ଯୋଗ୍ୟ ପ୍ରାର୍ଥୀ ଚୟନ ପାଇଁ ବ୍ୟବସ୍ଥା ରହିଥିବା ବେଳେ ୮୫ ଜଣ ମନୋନୀତ ପ୍ରାର୍ଥୀଙ୍କ ମଧ୍ୟରୁ ୫୭ ଜଣ ନିର୍ଦ୍ଦିଷ୍ଟ ଦିନ ଉପସ୍ଥିତ ରହିଥିଲେ। ଏ ସମସ୍ତ ପ୍ରାର୍ଥୀଙ୍କ ମାଟ୍ରିକ୍‌ ପ୍ରମାଣପତ୍ର ଯାଞ୍ଚପରେ ସେଥିମଧ୍ୟରୁ ୬ ଜଣଙ୍କ ପ୍ରମାଣପତ୍ର ଜାଲ୍‌ ବୋଲି ଜଣା ପଡ଼ିଥିଲା। ସେଥିରୁ ୫ ଜଣ ଆହ୍ଲାବାଦ ବୋର୍ଡ଼ରୁ ସାର୍ଟିଫିକେଟ‌୍ ଆଣିଥିବା ବେଳେ ଜଣଙ୍କ ପାଖରେ ଜାତୀୟ ମୁକ୍ତ ବିଦ୍ୟାଳୟର ପ୍ରମାଣପତ୍ର ରହିଥିବା ଜଣାପଡିଛି।

    ଏନେଇ ଫୁଲବାଣୀ ଡାକ ମଣ୍ଡଳ ଅଧୀକ୍ଷକ ଦେବୀପ୍ରସାଦ ନାୟକ ଗତକାଲି ସନ୍ଧ୍ୟାରେ ଫୁଲବାଣୀ ଟାଉନ ଥାନାରେ ଏତଲା ଦେଇଛନ୍ତି। ଅଭିଯୁକ୍ତଙ୍କ ମଧ୍ୟରେ କଳାହାଣ୍ଡି ଜିଲ୍ଳାର ପ୍ରମୋଦ ସାହୁ, ଖୋର୍ଦ୍ଧାର ଶୁଭଙ୍କର ବେହେରା, କନ୍ଧମାଳର ମାନିନୀ ମାଝୀ, ପ୍ରମିତ କୁମାର ବେହେର୍ଦଳେଇ ଏବଂ ଭଦ୍ରକ ଜିଲ୍ଲାର ନରେନ୍ଦ୍ର ମହାନ୍ତି ଆହ୍ଲାବାଦରୁ ସାର୍ଟିଫିକେଟ ସଂଗ୍ରହ କରିଥିବା ବେଳେ ଖୋର୍ଦ୍ଧାର ପ୍ରହ୍ଲାଦ ବେହେରା ଏନ୍‌ଆଇଓଏସ୍‌ର ପ୍ରମାଣପତ୍ର ଦାଖଲ କରିଥିବା ଡାକ ଅଧୀକ୍ଷକ ଏତଲାରେ ଦର୍ଶାଇଛନ୍ତି। ଏ ନେଇ ଫୁଲବାଣୀ ଟାଉନ୍‌ ଥାନାରେ କେସ୍‌ ନଂ ୮୬/୨୩ରେ ପୁଲିସ ମାମଲା ରୁଜୁ ହୋଇଛି ଏବଂ ଘଟଣାର ତଦନ୍ତ ଆରମ୍ଭ ହୋଇଯାଇଛି ବୋଲି ଫୁଲବାଣୀ ଟାଉନ୍‌ ଥାନା ଅଧିକାରୀ ଅଶୋକ କୁମାର ଗିରି ସୂଚନା ଦେଇଛନ୍ତି।

    ଅନ୍ୟପକ୍ଷରେ, ନକଲି ସାର୍ଟିଫିକେଟ୍‌ ପ୍ରଦାନ କରିଥିବା ପ୍ରାର୍ଥୀ ଏକ ନିର୍ଦ୍ଦିଷ୍ଟ ବୋର୍ଡ଼ରୁ ପ୍ରମାଣପତ୍ର ପାଇଥିବା ଆବେଦନକାରୀମାନେ କଳାହାଣ୍ଡି, ଖୋର୍ଦ୍ଧା ଓ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    barun gandhi breaking news interview kanak news latest news latest update odia news odisha famous people odisha khabar odisha latest odisha latest news odisha political news otv otv live political update politices rahul gandhi sonia gandhi speech
    Share. Facebook Twitter LinkedIn WhatsApp Email
    Previous Articleଜାଲ୍ ସାର୍ଟିଫିକେଟ: କଟକରେ ଧରାପଡ଼ିଛି ୨, ଯାଞ୍ଚ ପାଇଁ ଯାଇଛି ଆଉ ୬
    Next Article ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା: ମେ’ ୧୦ରେ ମତଦାନ, ୧୩ରେ ଭୋଟ ଗଣତି
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେ ଶୀତ ଲହରୀ

    November 20, 2022

    ବକ୍ସ ଅଫିସ୍‌ରେ ପୁଣି ଧମାଲ୍ କରିବ ସାଉଥ୍ ମୁଭି, ବ୍ୟାକ୍ ଟୁ ବ୍ୟାକ୍ ଆସୁଛି ଦମ୍‌ଦାର ଫିଲ୍ମ

    May 5, 2022

    ହରିୟାଣା ରାସ୍ତାକଡ଼ରେ ଶୋଇଥିବା ଶ୍ରମଜୀବୀଙ୍କ ଉପରେ ଚଢ଼ିଗଲା ଟ୍ରକ୍; ୩ ମୃତ, ୧୧ ଆହତ

    May 19, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.