ରାଜ୍ୟ

ଗ୍ରାମାଞ୍ଚଳରେ ଟ୍ୟାଙ୍କର ପାଣି ପାଇଁ ୨୭୫ ଲକ୍ଷ ଖର୍ଚ୍ଚ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାଜ୍ୟରେ ଜଳକ୍ଲିଷ୍ଟ ଗ୍ରାମାଞ୍ଚଳରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ସଂସ୍ଥା ତରଫରୁ ଟ୍ୟାଙ୍କର ପାଣିର ବ୍ୟବସ୍ଥା କରାଯାଇଛି। ଗତ ୩ବର୍ଷରେ ଏଥିପାଇଁ ୨୭୫.୬୫ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ।

ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଅମାତ କହିଛନ୍ତି, ୨୦୨୦-୨୧ରେ ୬୨ଟି ପଞ୍ଚାୟତ ପାଇଁ ୬୭.୮୭ଲକ୍ଷ ଖର୍ଚ୍ଚ ହୋଇଛି। ସେହିପରି ୨୦୨୧-୨୨ରେ ୬୭ଟି ଗ୍ରାମ ପଞ୍ଚାୟତ ପାଇଁ ୮୨.୦୪ଲକ୍ଷ, ୨୦୨୨-୨୩ରେ ୭୧ଟି ପଞ୍ଚାୟତ ପାଇଁ ୧୨୫.୭୪ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି। ଟ୍ୟାଙ୍କର ପାଣି ଯୋଗାଣ ନାମରେ ମିଥ୍ୟା ବିଲ୍‌ କରାଯାଇଥିବା କୌଣସି ଅଭିଯୋଗ ସରକାରଙ୍କ ଦୃଷ୍ଟି ଗୋଚର ହୋଇନାହିଁ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।