ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ପୁରୀ : ଆଜି ଚୈତ୍ର ଶୁକ୍ଳ ରାମନବମୀ ତିଥିରେ ଶ୍ରୀମନ୍ଦିରରେ ରାମ ଜନ୍ମ ନୀତି ପାଳନ ହେବ। ଶ୍ରୀମନ୍ଦିରକୁ ମଧ୍ୟାହ୍ନଧୂପ ଛେକ ପ୍ରବେଶ ପରେ ପରେ ଏହି ନୀତି ପାଳନ କରାଯିବ। ଶ୍ରୀମନ୍ଦିର ଦ୍ବାର ବନ୍ଦ କରି ଜନ୍ମ ନୀତି ସଂପାଦନ କରାଯିବ। ଏଥିପାଇଁ ଶ୍ରୀମନ୍ଦିରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ରାମ ଜନ୍ମ ନୀତି ପାଇଁ ଆଜି ୩ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ମିଳିଥିବା ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟା ପ୍ରାୟ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଜନ୍ମ ନୀତି ଶେଷ ପରେ ରାତି ୮ଟା ପରେ ପୁନର୍ବାର ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l