ରାଜ୍ୟ ସ୍ପେଶାଲ ରିପୋର୍ଟ

ରାମ ନବମୀରେ ଗଡ଼ିବ ଭଦ୍ରକ-ନୟାଗଡ଼ ଟାଉନ ମେମୁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାମ ନବମୀ(ଗୁରୁବାର)ରେ ଗଡ଼ିବ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନ୍‌। କଟକ ରେଳ ଷ୍ଟେସନରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା ଦେଖାଇ ଏହି ଟ୍ରେନର ଶୁଭାରମ୍ଭ କରିବେ। ଶୁଭାରମ୍ଭ ଦିନ ଏହି ଟ୍ରେନ୍ କଟକ ଷ୍ଟେସନରୁ ଛାଡ଼ିବ। ମାତ୍ର ଏହି ଟ୍ରେନର ନିୟମିତ ସେବା ମାର୍ଚ୍ଚ ୩୧ରୁ ଉଭୟ ପାର୍ଶ୍ୱରୁ ଆରମ୍ଭ କରାଯିବ। ଭଦ୍ରକ-ନୟାଗଡ଼ ଟାଉନ୍-ଭଦ୍ରକ ମେମୁ ଟ୍ରେନ(୦୮୫୫୫/୦୮୫୫୬) ଭଦ୍ରକରୁ ସକାଳ ୫ଟା ୪୫ରେ ଛାଡ଼ି ପୂର୍ବାହ୍ନ ୧୧ଟା ୫୫ରେ ନୟାଗଡ଼ ଟାଉନରେ ପହଞ୍ଚିବ। ଫେରିବା ମାର୍ଗରେ ନୟାଗଡ଼ ଟାଉନରୁ ଏହି ଟ୍ରେନ୍ ଅପରାହ୍ନ ୫ଟା ୫ରେ ଛାଡ଼ି ଭଦ୍ରକଠାରେ ରାତି ୧୦ଟା ୪୫ରେ ପହଞ୍ଚିବ।

ସୂଚନାଯୋଗ୍ୟ ଯେ ଭୁବନେଶ୍ୱର ରେଳଷ୍ଟେସନର ପୁନଃ ବିକାଶର ଭିତ୍ତିପ୍ରସ୍ତର ସମାରୋହରେ ଭଦ୍ରକରୁ ଭୁବନେଶ୍ୱର ଅଭିମୁଖେ ଏକ ନୂତନ ଟ୍ରେନ୍ ଚଳାଚଳ କରାଇବାକୁ ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ଘୋଷଣା କରିଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।