ରାଜ୍ୟ

ହାତୀ ଆକ୍ରମଣରେ ଦୁଇ ମହିଳାଙ୍କ ମୃତ୍ୟୁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅନ୍ତର୍ଗତ ଦୁଦୁରକୋଟ ବାଘୁଆସାହିରେ ଦନ୍ତା ହାତୀ ଆକ୍ରମଣରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ଉଭୟ ବାଡ଼ିପଟକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିବା ହେତୁ ଏଭଳି ଅଭାବନୀୟ ଘଟଣା ଘଟିଛି।
ଦୁଇ ମୃତକ ହେଲେ ମଙ୍ଗୁଳୁ ସାମଲଙ୍କ ସ୍ତ୍ରୀ ପୁଟି ବେୱା ଓ ନବକିଶୋର ମାଝୀଙ୍କ ସ୍ତ୍ରୀ ଅଗରୀ ମାଝୀ। ଦୁହେଁ ସକାଳ ସମୟରେ ନିଜ ବଗିଚାକୁ କାମ କରିବାକୁ ଯାଇଥିବା ବେଳେ ଦନ୍ତା ହାତୀ ସେମାନଙ୍କୁ ଗୋଡ଼ାଇ ଆକ୍ରମଣ କରିଥିଲା। ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।
ଏହାର ପ୍ରତିବାଦରେ ପୁରୁଣା କଟକ- ସମ୍ବଲପୁର ରାସ୍ତାର ଦୁଦୁରକୋଟ ତାରିଣୀ ଛକରେ ସ୍ଥାନୀୟ ଜନସାଧାରଣ ଟାୟାର ଜଳି ରାସ୍ତାରୋକ କରିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।