ରାଜ୍ୟ

ନେତା ଓ ବଡ଼ବଡ଼ିଆଙ୍କ ନିକଟତର ହେବା ଚେଷ୍ଟାରେ ମନୋଜ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ବଲାଙ୍ଗୀର : ନକଲି ସାର୍ଟିଫିକେଟ ପ୍ରସଙ୍ଗକୁ ନେଇ ଏବେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଆରମ୍ଭ ହୋଇଛି ରାଜନୀତି। କଂଗ୍ରେସ ଶାସକ ଦଳ ବିଜେଡିକୁ ଟାର୍ଗେଟ କରିଛି। ସ୍ଥାନୀୟ ବିଧାୟକଙ୍କ ସମର୍ଥକ ସୋସିଆଲ ମିଡିଆରେ ନକଲି ସାର୍ଟିଫିକେଟର ମାଷ୍ଟରମାଇଣ୍ଡ ମନୋଜ ମିଶ୍ରଙ୍କ ସହ ଶାସକ ଦଳର ନେତାଙ୍କ ଲିଙ୍କ୍‌ ରହିଥିବା ଅଭିଯୋଗ ଉଠାଇଛି। ଏପରିକି ମନୋଜ ବିଜେଡିର ସକ୍ରିୟ କର୍ମକର୍ତ୍ତା ଥିଲେ ବୋଲି କଂଗ୍ରେସ ନେତାଙ୍କ ଅଭିଯୋଗ।

ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ଓ କଳିକେଶ ନାରାୟଣ ସିଂହଦେଓଙ୍କ ସହ ମନୋଜ ବିଭିନ୍ନ କାର୍ଯ୍ୟକ୍ରମରେ ଥିବା ସମୟର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆଉ କଂଗ୍ରେସର ଏ ଅଭିଯୋଗକୁ ସୋସିଆଲ ମିଡିଆରେ କାଉଣ୍ଟର କରି ଫଟୋ ଅପଲୋଡ୍‌ କରିଛନ୍ତି ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓଙ୍କ ସମର୍ଥକ। ବିଧାୟକ ନରସିଂହ ମିଶ୍ର ଓ ତାଙ୍କ ପୁଅଙ୍କ ସହ ବିଭିନ୍ନ କାର୍ଯ୍ୟକ୍ରମ ଅବସରରେ ମାଷ୍ଟରମାଇଣ୍ଡ ମନୋଜ ଉପସ୍ଥିତ ଥିବା ସମୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।