ରାଜ୍ୟ ସ୍ପେଶାଲ ରିପୋର୍ଟ

ଭୁବନେଶ୍ବରରୁ ବିମାନ ସେବା ଆରମ୍ଭ କଲା ଆକାଶ ଏୟାର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଆକାଶ ଏୟାରଲାଇନ୍ସ ସୋମବାରଠାରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର, ଭୁବନେଶ୍ବରରୁ ପୁଣେ ଓ ବେଙ୍ଗାଲୁରକୁ ବିମାନ ସେବା ଆରମ୍ଭ କରିଛି।

ଆକାଶ ଏୟାର ଭୁବନେଶ୍ୱରରୁ ଅପରାହ୍ନ ୨ଟା ୫ରେ ବେଙ୍ଗାଲୁରୁ ଅଭିମୁଖେ ଉଡ଼ାଣ ଆରମ୍ଭ କରି ସେଠାରେ ୪ଟା ୧୫ରେ ଅବତରଣ କରିବ। ବେଙ୍ଗାଲୁରରୁ ସଂଧ୍ୟା ୫ଟା ୪୦ରେ ଉଡ଼ାଣ ଆରମ୍ଭ କରି ରାତି ୭ଟା ୫୦ରେ ଭୁବନେଶ୍ୱରରେ ଅବତରଣ କରିବ। ସେହିପରି ଭୁବନେଶ୍ୱର-ପୁଣେ ବିମାନ ସକାଳ ୮ଟା ୪୦ରେ ଭୁବନେଶ୍ବର ଛାଡ଼ିବାକୁ ଥିବାବେଳେ ପୂର୍ବାହ୍ନ ୧୦ଟା ୫୦ରେ ପୁଣେରେ ପହଞ୍ଚିବ। ପୁଣେରୁ ୧୧ଟା୨୫ରେ ଉଡ଼ାଣ ଆରମ୍ଭ କରି ଅପରାହ୍ନ ୧ଟା ୩୦ରେ ଭୁବନେଶ୍ବରରେ ଅବତରଣ କରିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।