Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ଓକିଲମାନେ କାର୍ଯ୍ୟବନ୍ଦ କରିପାରିବେନି
    ଦେଶ ବିଦେଶ

    ଓକିଲମାନେ କାର୍ଯ୍ୟବନ୍ଦ କରିପାରିବେନି

    NewsLaxmi7By NewsLaxmi7April 21, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

     

    ନୂଆଦିଲ୍ଲୀ : ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ ଓକିଲମାନେ ଆନ୍ଦୋଳନ କିମ୍ବା କାର୍ଯ୍ୟବନ୍ଦ କରିପାରିବେନି। ପ୍ରତ୍ୟେକ ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ନେତୃତ୍ବରେ ଏକ ଅଭିଯୋଗ ଶୁଣାଣି କମିଟି ଗଠନ କରିବାକୁ କୋର୍ଟ ଆଦେଶ ଦେଇଛନ୍ତି। ଯେଉଁ ଓକିଲମାନଙ୍କର ବାସ୍ତବ କିଛି ସମସ୍ୟା ଥିବ କମିଟି ସେମାନଙ୍କ ସମସ୍ୟାର ସମାଧାନ କରିବ।ଜଷ୍ଟିସ୍ ଏମ୍‌ଆର୍ ଶାହ ଓ ଆହସାନୁଦ୍ଦିନ ଅମାନୁଲ୍ଲାଙ୍କ ଖଣ୍ଡପୀଠ କହିଛନ୍ତି, ଜିଲ୍ଲା କୋର୍ଟ ସ୍ତରରେ ମଧ୍ୟ ସ୍ବତନ୍ତ୍ର ଅଭିଯୋଗ ଶୁଣାଣି କମିଟି ରହିବା ଦରକାର। ଓକିଲମାନେ ଏଠାରେ ସେମାନଙ୍କ ଅଭିଯୋଗର ସମାଧାନ ପାଇଁ ଆବେଦନ କରିପାରିବେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    Share. Facebook Twitter LinkedIn WhatsApp Email
    Previous Articleଇଂଲଣ୍ଡ ହସ୍ପିଟାଲ‌ ଯୌନ ଅପରାଧୀଙ୍କ ଆଡ୍ଡାସ୍ଥଳ: ୩ ବର୍ଷରେ ୬,୫୦୦ ଯୌନ ଆକ୍ରମଣ
    Next Article ବୁଦ୍ଧ ଚେତନା ଚିରନ୍ତନ: ପ୍ରଧାନମନ୍ତ୍ରୀ
    NewsLaxmi7
    • Website

    Related Posts

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ

    May 29, 2023

    ବଦଳିବ ଭିତରକନିକାର ରୂପରେଖ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଚୀନା ଯାତ୍ରୀବାହୀ ବିମାନ ଦୁର୍ଘଟଣା ଇଚ୍ଛାକୃତ: ରିପୋର୍ଟ

    May 18, 2022

    ଅଗଷ୍ଟ ୧୮ ତାରିଖ, ଗୁରୁବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    August 18, 2022

    କାଶୀପୁରରେ ବଢିପାରେ ମୃତ୍ୟୁ ସଂଖ୍ୟା, ସ୍ଥିତି ଉପରେ ନଜର ରହିଛି-ସ୍ୱାସ୍ଥ୍ୟମନ୍ତ୍ରୀ

    July 26, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.