ଅପରାଧ ରାଜ୍ୟ

MLA କଲୋନୀ ପରିସରରୁ ଗଛକଟା ମାମଲା : ସତ୍ୟପାଠ ଦାଖଲ ପାଇଁ ଜିଏ ବିଭାଗକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ୨।୬: MLA କଲୋନୀ ପରିସରରୁ ଗଛକଟା ମାମଲାରେ ସତ୍ୟପାଠ ଦାଖଲ କରିବା ପାଇଁ ଜିଏ ବିଭାଗକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଆସନ୍ତା ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।

ଗଛକଟାକୁ ବିରୋଧ କରି ପିଆଇଏଲ ଦାୟର କରିଥିଲେ ଜୟନ୍ତୀ ଦାସ । ଏଭଳି ଅବିଚାରିତ ଭାବେ ହେଉଥିବା ଗଛ କଟାକୁ ସେ ବିରୋଧ କରିବା ସହ ତୁରନ୍ତ ଏହାକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ନିଜ ପିଟିସନରେ ଉଲ୍ଲେଖ କରିଛନ୍ତି । ଏହା ସହିତ ଯେତିକି ଗଛ କଟା ସରିଛି ସେ ବାବଦୀୟ ଉପଯୁକ୍ତ କ୍ଷତିପୂରଣ ଦିଆଯାଉ ବୋଲି ଆବେଦନକାରୀ କୋର୍ଟଙ୍କୁ ଜଣାଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।