ରାଜ୍ୟ ସ୍ପେଶାଲ ରିପୋର୍ଟ

NAC ଓ ହସ୍ପିଟାଲକୁ CHC ଦାବିରେ ୪୮ ଘଣ୍ଟିଆ ପାଇକମାଳ ବନ୍ଦ ଡାକରା

ପାଇକମାଳ ୧୭/୧୧: ୪୮ ଘଣ୍ଟିଆ ପାଇକମାଳ ବନ୍ଦ । ପାଇକମାଳକୁ NAC ଦାବି ଓ ପାଇକମାଳ ହସ୍ପିଟାଲକୁ CHC କରିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି ।

ତାଙ୍କର ଏହି ଦାବି ଯଦି ନ ପୂରଣ ନହୁଏ ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯିବ । ଏମିତି ଚେତାବନୀ ଦେଇଛନ୍ତି ବିକ୍ଷୋଭକାରୀ । ପୂର୍ବରୁ ଦୁଇଦିନ ହେବ ଧାରଣାରେ ବସିଥିଲେ ପାଇକମାଳର ଜନ ସାଧାରଣ । ତେବେ କେହି ନଶୁଣିବାରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।