ଅପରାଧ ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

NIA ରେଡ୍ ୨.୦: PFI ସଂଗଠନ ବିରୋଧରେ ବଡ ଆକ୍ସନ, ୮ ରାଜ୍ୟରେ ଚଢାଉ

ନୂଆଦିଲ୍ଲୀ୨୭/୦୯: ପିଏଫ୍‌ଆଇ ଉପରେ ଏନ୍‌ଆଇଏର ପୁଣି ରେଡ୍‌ । ରାଷ୍ଟ୍ରୀୟ ତଦନ୍ତ ସଂସ୍ଥା ତଥା ଏନ୍‌ଆଇଏ ସମେତ ଅନ୍ୟ ଏଜେନ୍ସିଗୁଡିକ ପୁଣି ଥରେ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆର ୮ଟି ରାଜ୍ୟରେ ଥିବା ଅନେକ ଠିକଣା ଉପରେ ଚଢ଼ାଉ କରିଛନ୍ତି । ଏହା ଦ୍ୱିତୀୟ ରାଉଣ୍ଡ ରେଡ୍‌ ବୋଲି କୁହାଯାଉଛି ।

ଅନୁସନ୍ଧାନକାରୀ ସଂସ୍ଥା ଦ୍ୱାରା ବିଭିନ୍ନ ସ୍ଥାନରୁ ମୋଟ ୧୩ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଛି। ଏଥିରେ ଆସାମରୁ ୭ଜଣ ସଦସ୍ୟ ଏବଂ କର୍ଣ୍ଣାଟକର ୬ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଛି । ଏମାନଙ୍କ ବିରୋଧରେ ସିଆର୍‌ପିସି ଧାରା ୧୦୭ ଓ ୧୫୧ ଅନୁଯାୟୀ ମାମଲା ରୁଜୁ କରାଯାଇଛି । ନିକଟରେ NIA କେରଳରୁ PFI ସଦସ୍ୟ ଶାଫିକ୍ ପେଠ୍‌ଙ୍କୁ ଗିରଫ କରିଥିଲା।​

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ