ଅପରାଧ ରାଜ୍ୟ

SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍ କଟରରେ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ବର ୨୫।୬: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍‌ରୁ ଲୁଟ୍ । ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଏଟିଏମ୍‌ରୁ ଲୁଟ୍ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍‌ରୁ ଲୁଟ୍ ହୋଇଛି । ଗ୍ୟାସ୍ କଟରରେ କାଟି ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ତେବେ ଏଟିଏମ୍‌ରୁ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ହୋଇନି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତଦନ୍ତ ପରେ ଏଟିଏମ୍‌ରୁ କେତେ ଟଙ୍କା ଲୁଟ୍ ହୋଇଛି ସେନେଇ ସ୍ପଷ୍ଟ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।