ଅପରାଧ ରାଜ୍ୟ

SCBରୁ ପିଲା ଚୋରି ଘଟଣା, ଜଣେ ସୁରକ୍ଷାକର୍ମୀ ବହିଷ୍କୃତ

କଟକ ୨୮।୦୯: କଟକ ଏସ୍‌ସିବି ପ୍ରସୂତି ବିଭାଗ ଆଇସିୟୁରୁ ପିଲାଚୋରି ଘଟଣା । କାର୍ଯ୍ୟରେ ଅବହେଳା ପାଇଁ ଏସ୍‌ସିବି କତ୍ତୃପକ୍ଷଙ୍କ କାର୍ଯ୍ୟାନୁଷ୍ଠାନ । ଜଣେ ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବହିଷୃତ କଲେ ମେଡିକାଲ କର୍ତ୍ତୃପକ୍ଷ । ସେହିପରି ଆଇସିୟୁ ଦାୟିତ୍ବରେ ଥିବା ୪ କର୍ମଚାରୀଙ୍କୁ ନୋଟିସ ହୋଇଛି ।

ଖବର ଅନୁଯାୟୀ, ଗତ ୨୬ ତାରିଖରେ ପ୍ରସୂତି ବିଭାଗରୁ ଚୋରି ହୋଇଥିଲା ଶିଶୁ କନ୍ୟା । ପୋଲିସ ଖୋଲତାଡ଼ ପରେ ଶିଶୁକନ୍ୟାକୁ ଫେରାଇଥିଲେ ଅଭିଯୁକ୍ତ ଦମ୍ପତ୍ତି । ଏହାପରେ ଅଭିଯୁକ୍ତ ଦମ୍ପତ୍ତିଙ୍କୁ ମଙ୍ଗଳବାର ଦିନ ଗିରଫ କରିଥିବା ପୋଲିସ । ଏହାସହିତ ଅନ୍ୟ କିଛି ଜଣଙ୍କୁ ଅଟକ ରଖିଛି ପୋଲିସ । ଆଉ ଏବେ ଜଣେ ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଥିବା ବେଳେ ୪ଜଣ କର୍ମଚାରୀଙ୍କୁ ନୋଟିସ୍‌ କରିଛି ଏସ୍‌ସିବି କର୍ତ୍ତୃପକ୍ଷ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।