ରାଜ୍ୟ ସ୍ପେଶାଲ ରିପୋର୍ଟ

ଛିଡ଼ା ହୋଇଥିବା ଗାଡ଼ିକୁ ପିଟିଲା ଟ୍ରକ୍: ଡ୍ରାଇଭର୍ ମୃତ, ହେଲପର ଗୁରୁତର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ସୋର: ବାଲେଶ୍ବର ଜିଲ୍ଲାର ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଜଣେ ଗୁରୁତର ହୋଇଥିବା ଜଣାଯାଇଛି।

00:00
00:10

ସୂଚନା ଅନୁଯାୟୀ, ବାଲିଆପାଳରୁ କ୍ଷୀର ନେଇ ଆସୁଥିବା ଏକ ଟ୍ରକକୁ ତଳନଗର ଛକ ନିକଟରେ ଛିଡ଼ା କରି ଡ୍ରାଇଭର ଓ ହେଲ୍ପର ଜଳଖିଆ ଖାଇବାକୁ ବାହାରୁଥିଲା ବେଳେ ପଛରୁ ଅନ୍ୟ ଏକ ମାଲ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟିବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିଲା। ଏଣେ ହେଲ୍ପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ କରାଯିବା ପରେ କଟକ ବଡ଼ ମେଡିକାଲକୁ  ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ହେଲପର ଉକ୍ତ ଗାଡ଼ିର ମାଲିକଙ୍କ ପୁଅ ବୋଲି ଜଣାଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।